ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍ଙ୍କୁ ନେଇ ଏକ କମିଟି ଗଠନ କରି ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।...