ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ
ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ ଦେଶର ଅନେକ ବୈଜ୍ଞାନିକ, ପରିବେଶବିତ୍, ନୀତି ବିଶେଷଜ୍ଞ, ଅମଲା ଏବଂ ସଂରକ୍ଷଣ ସଂଗଠନ…


