ଚର୍ଚ୍ଚ ଅଫ ଇଂଲଣ୍ଡରେ ଭାଙ୍ଗିଲା ୧୪୦୦ ବର୍ଷର ପରମ୍ପରା, Dame Sarah Mullally ହେଲେ ପ୍ରଥମ Archbishop of Canterbury ଲଣ୍ଡନ,୨୯।୧: ଦୀର୍ଘକାଳୀନ ଏବଂ ମର୍ଯ୍ୟାଦାପୂର୍ଣ୍ଣ ପରମ୍ପରାକୁ ପାଳନ କରି, ଡେମ ସାରା ମୁଲ୍ଲାଲିଙ୍କୁ ଜାନୁଆରୀ ୨୮, ୨୦୨୬ରେ ଲଣ୍ଡନର ଐତିହାସିକ ସେଣ୍ଟ ପଲ୍ସ କ୍ୟାଥେଡ୍ରାଲରେ ଚର୍ଚ୍ଚ ଅଫ ଇଂଲଣ୍ଡର ୧୦୬ତମ ଆର୍ଚବିଶପ ଅଫ କ୍ୟାଣ୍ଟରବରିର ଭାବରେ ଆନୁଷ୍ଠାନିକ ଭାବରେ ନିଯୁକ୍ତ କରାଯାଇଥିଲା।…