‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ! ନୂଆଦିଲ୍ଲୀ,୨୭।୭: NEET ପେପର୍ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା ଦେଇଥିଲେ। ଏହି ଘଟଣାକ୍ରମ ମଧ୍ୟରେ, ଭାଜପା ଏମପି ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ଅର୍ଚ୍ଚିତା…