ହକି ବିଶ୍ୱକପ୍: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା ବେଲଫିଅସ,୩୦ା୮: ଚଳିତ ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍ ତଥା ଆୟୋଜକ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏହି ସଫଳତା ପାଇଛି। ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍ର…