ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’ ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପ୍ରଦର୍ଶନକାରୀଙ୍କ ପାଇଁ ପୋଲିସ ଲାଠିଚାର୍ଜ କରିବା ସହ ଲୁହବୁହା ଗ୍ୟାସ୍ ପ୍ରୟୋଗ କରିଥିବା…