ଅନାଥ ଝାନ୍ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…
ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ ସାତ ମାସର ଶିଶୁପୁତ୍ର ପ୍ରାଣ ହରାଇଥିଲେ। ଏହି ଘଟଣାରେ ତାଙ୍କ ୪ ବର୍ଷର…
‘ଅର୍ଣ୍ଣବ’ କ୍ଷୟକ୍ଷତି ଆକଳନ କଲା କେନ୍ଦ୍ରୀୟ ଟିମ୍, ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି…
ଛତ୍ରପୁର,୪ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିର ସ୍ଥଳୀୟ ଅନୁଧ୍ୟାନ କରିଛି ୮ ଜଣିଆ କେନ୍ଦ୍ରୀୟ ପ୍ରତିନିଧି ଦଳ। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ରବି ଶଙ୍କରଙ୍କ ନେତୃତ୍ୱରେ ଆସିଥିବା ଏହି…
ଖୁବ ଶକ୍ତିଶାଳୀ ହେଲାଣି ଘୂର୍ଣ୍ଣିବଳୟ ‘ଅର୍ଣ୍ଣବ’; ୪ ରାଜ୍ୟରେ ସତର୍କତା, ୫୩ ଟ୍ରେନ ବାତିଲ, ଆଗାମୀ ୧୨ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ
ନୂଆଦିଲ୍ଲୀ,୨୭।୧୦: ‘ଅର୍ଣ୍ଣବ’ (Arnab) ନାମକ ବାତ୍ୟାକୁ ନେଇ କେନ୍ଦ୍ର ସରକାର ଚାରିଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀ ପାଇଁ ସତର୍କ ସୂଚନା ଜାରି କରିଛନ୍ତି। ବଙ୍ଗୋପସାଗରରେ ଅଧିକ ଘନୀଭୂତ ହେବା ପରେ, ଏହି ବାତ୍ୟା ବର୍ତ୍ତମାନ ଆନ୍ଧ୍ରପ୍ରଦେଶ ଆଡ଼କୁ ଗତି…
ଭୀଷଣ ବାତ୍ୟାରେ ପରିଣତ ହେଲା ‘ଅର୍ଣ୍ଣବ’: ଆଖି ହେଲା ଦୃଶ୍ୟମାନ
ଭୁବନେଶ୍ୱର, ୨୬।୧୦: ବଙ୍ଗୋପସାଗର ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି। ଏହି ବାତ୍ୟାର ନାମ ‘ଅର୍ଣ୍ଣବ’ ରଖାଯାଇଛି। ସୋମବାର ରାତି ପ୍ରାୟ ୯ଟା ବେଳକୁ ବାତ୍ୟା ଅର୍ଣ୍ଣବ ଭୀଷଣ…
ଅର୍ନବ, ଅମିତଙ୍କ ନାଁରେ ମାମଲା
ବେଙ୍ଗାଲୁରୁ,୨୨।୫: ଭୁଲ୍ ସୂଚନା ପ୍ରସାରଣ ଅଭିଯୋଗରେ ଭାଜପା ଆଇଟି ସେଲ୍ ମୁଖ୍ୟ ଅମିତ୍ ମାଲବ୍ୟ ଏବଂ ରିପବ୍ଲିକ୍ ଟିଭିର ଏଡିଟର-ଇନ୍-ଚିଫ୍ ଅର୍ନବ ଗୋସ୍ବାମୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ଭାରତୀୟ ଯୁବ କଂଗ୍ରେସ ଲିଗାଲ ସେଲ୍ ମୁଖ୍ୟ ଶ୍ରୀକାନ୍ତ ସ୍ବରୂପ ବି.ଏନ୍.ଙ୍କ…

