ଗୁରୁ ନାଁରେ କଳଙ୍କ: ଯୌନ ନିର୍ଯାତନା ଦେବାରୁ ଆତ୍ମହତ୍ୟା କରିଥିଲେ ଛାତ୍ରୀ, କୋର୍ଟ ଚାଲାଣ ହେଲେ ଶିକ୍ଷକ
ଗୋଲାମୁଣ୍ଡା,୮ା୯(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଦଶପୁର ଫାଣ୍ଡି ଅଧୀନ ବନ୍ଧଗାଁରେ ଗତ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଥିଲା। ସ୍ଥାନୀୟ ଜଣେ ଛାତ୍ରୀ ଯୌନ ନିର୍ଯାତନାର ଶିକାର ହୋଇ ଶେଷରେ ବିଷ ପିଇ ଆତ୍ମହତ୍ୟା...
ଡଙ୍ଗାଘାଟ ଗାଁରେ ଗୋଷ୍ଠୀ ସଂଘର୍ଷ : ୫ ଜଣଙ୍କୁ ବାନ୍ଧିଲା ପୋଲିସ
ବଲାଙ୍ଗୀର,୩୦ା୮(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ତୁଷୁରା ବାହାଲ ପଞ୍ଚାୟତ ଡଙ୍ଗାଘାଟ ଗାଁରେ ଚାଷଜମିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷ ହୋଇଥଲା। ଏଥିରେ ୩ ଜଣ ଗୁରୁତର ହୋଇଥିବା ବେଳେ ୪ ଜଣ...
୭୦ ଲକ୍ଷ ଟଙ୍କା ଆତ୍ମସାତ୍ କରି ବ୍ୟାଙ୍କ କିରାଣି ଗିରଫ
ଦିଗପହଣ୍ଡି,୨୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୟୁନିୟନ ବ୍ୟାଙ୍କ ଶାଖାର କିରାଣି ଲକ୍ଷାଧିକ ଟଙ୍କା ଆତ୍ମସାତ୍ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଗିରଫ ଜଣକ ହେଲେ ଉକ୍ତ ବ୍ୟାଙ୍କ ଶାଖାର କିରାଣି ପ୍ରିୟମ ପ୍ରଥମ ସାବତ। ସେ ଚଞ୍ଚକତା...
ବନ୍ଧୁକ ସହ ଅଭିଯୁକ୍ତ ଗିରଫ
ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ବାଇବାଲିର ପଞ୍ଚାନନ ନାଇକଙ୍କୁ ଏକ ହତ୍ୟା ଧମକ ମାମଲାରେ ଗିରଫ କରିଛନ୍ତି। ଏଥିସହ ତାଙ୍କଠାରୁ ପୋଲିସ ଏକ ଦେଶୀ ବନ୍ଧୁକ ଜବତ କରିଛି। ସାରେ ପଞ୍ଚାନନଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ...
ନାବାଳିକା ଅପହରଣକାରୀଙ୍କୁ ଦୁଇବର୍ଷ ଜେଲ୍
କେନ୍ଦୁଝର,୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ସୋମବାର ଏକ ୧୬ ବର୍ଷ ବୟସ୍କା ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ତେଲକୋଇ ଥାନା ଅନ୍ତର୍ଗତ ଭିମକାଣ୍ତ ଗ୍ରାମର ଅଭିଯୁକ୍ତ...
ଲକ୍ଷାଧିକ ଟଙ୍କାର ହେରୋଇନ୍ ଜବତ, ଅଭିଯୁକ୍ତ ଗିରଫ
ସମ୍ବଲପୁର,୧୯ା୨(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ସୁନାପାଲିରୁ ଅବକାରୀ ବିଭାଗ ଲକ୍ଷାଧିକ ଟଙ୍କାର ହେରୋଇନ୍ ଜବତ କରିଛି। ଏ ସଂକ୍ରାନ୍ତରେ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ସୁନାପାଲିର ମହମ୍ମଦ ଅଲତାବ୍(୨୫)। ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ...
୬୦ ବୋତଲ କଫ୍ସିରପ ଜବତ, ଜଣେ ଗିରଫ
ସମ୍ବଲପୁର,୧୯ା୨(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀ ଝୁପୁଡ଼ିପଡ଼ାରୁ ଅବକାରୀ ବିଭାଗ ମୋବାଇଲ୍ ୟୁନିଟ୍ ୬୦ ବୋତଲ ନିଶା କଫ ସିରପ୍ ଜବତ କରିଛି। ଏହାସହ ବେଆଇନ ଭାବେ କଫ୍ସିରପ ବିକ୍ରୟ କରୁଥିବା ଅଭିଯୁକ୍ତ ସେହିପଡ଼ାର କରନ୍...
ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ, କେରଳରୁ ଗିରଫ ହେଲେ ଅଭିଯୁକ୍ତ
ବୁଗୁଡ଼ା,୨୩ା୧୦(କାଳୀଚରଣ ଦାଶ): ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ସୁଦୂର କେରଳରୁ ଗିରଫ କରିଥିବା ବେଳେ ଅପହୃତ ନାବାଳିକାଙ୍କୁ ଉଦ୍ଧାର କରିଛି l ଗିରଫ ଅଭିଯୁକ୍ତ ହେଲେ...
ରେଳ ବିଭାଗରେ ଚାକିରି ନାଁରେ ୭ ଲକ୍ଷ ଠକେଇ: ଭୁବନେଶ୍ବରରୁ ଜଣଙ୍କୁ ଗିରଫକଲା ମାଲକାନଗିରି ପୋଲିସ
ମାଲକାନଗିରି, ୨୫ା୯(ଦୁର୍ଯ୍ୟୋଧନ ପାତ୍ର): ରେଳ ବିଭାଗରେ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ବୁଧବାର ଗିରଫ କରିଛି। ମାଲକାନଗିରି ଥାନା ଅନ୍ତର୍ଗତ ଏମ୍ଭି ୨ରେ ରହୁଥିବା ପ୍ରଜ୍ଞା ପ୍ରିୟଦର୍ଶିନୀଙ୍କୁ...
ଆୟଠାରୁ ଠୁଳ କରିଛନ୍ତି ଅମାପ ସମ୍ପତ୍ତି, ବନ୍ଧାହେଲେ କୋଟିପତି ଯନ୍ତ୍ରୀ
ଭଞ୍ଜନଗର,୧୨ା୯: ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଜନ କାର୍ଯ୍ୟାଳୟର ସହକାରୀ ଯନ୍ତ୍ରୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ବାଇଁଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଚଢ଼ାଉ କରିଥିଲା ଭିଜିଲାନ୍ସ।...
ବିବାହିତା ମହିଳାଙ୍କ ସହ ସମ୍ପର୍କ ରଖି ଟଙ୍କା, ସୁନା ଗହଣା ଲୁଟିନେଲେ ଯୁବକ, ଆଉ ତା’ ପରେ…
ଖଣ୍ଡପଡ଼ା,୪ା୯(ଅଜୟ କୁମାର ମହାରଣା): ଜଣେ ବିବାହିତା ମହିଳାଙ୍କ ସହ ସମ୍ପର୍କ ରଖି ଜଣେ ଯୁବକ ସୁନା ଗହଣା ଓ ଟଙ୍କା ଲୁଟ୍ କରି ନେଇଛନ୍ତି। ଏନେଇ ଖଣ୍ଡପଡ଼ା ଥାନା ପୋଲିସ ବୁଧବାର ସଂପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ...
ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ୍
ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍-୧ ଡ. ଇନ୍ଦୁ ଶର୍ମା ବୁଧବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଜଣେ ଅଭିଯୁକ୍ତଙ୍କୁ ସେ ୧୦ ବର୍ଷ...
Archives


