ବେଆଇନ ନିଶା କାରବାର: ମହିଳା ସମେତ ୬ ଗିରଫ ନୂଆପଡ଼ା,୧୫ା୫ (ମକାରୁ ବେମାଲ): ନୂଆପଡ଼ା ଜିଲାକୁ ନିଶାମୁକ୍ତ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଅପରେଶନ ଶୁଦ୍ଧି ଆରମ୍ଭ ହୋଇଛି। ବୁଧବାର ଏହି ଅପରେଶନ ସମୟରେ ଜିଲା ପୋଲିସକୁ ଏକ ବଡ ସଫଳତା ମିଳିଛି। ଚଢାଉ ବେଳେ ପୋଲିସ ୬ କିଲୋଗ୍ରାମ…