ଲାଇଭ୍ ମ୍ୟାଚ୍ରେ ଗର୍ଲଫ୍ରେଣ୍ଡଙ୍କ ପାଇଁ ଏମିତି କାମ କଲେ ଅର୍ଶଦୀପ: ଖୋଲି କହିଲେ ମନର କଥା
ଅକଲାଣ୍ଡ,୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ବୋଲର ଅର୍ଶଦୀପ ସିଂହଙ୍କ ପ୍ରଦର୍ଶନ ବେଶ ପ୍ରଭାବଶାଳୀ ରହିଥିଲା। ସେ ୧୦ ଓଭର ବୋଲିଂ କରି ୭୦ ରନ ବ୍ୟୟରେ ୪ଟି ଉଇକେଟ ହାସଲ କରିଥିଲେ। ମ୍ୟାଚ୍ରେ ସଫଳତା ପରେ ତାଙ୍କର ଏକ…

