ଛଟେଇ ଝଡ଼; ୨୦୨୬ରେ ବିଦା ହେଲେଣି ୧,୩୦,୦୦୦ରୁ ଅଧିକ ଚାକିରିଆ
ନୂଆଦିଲ୍ଲୀ,୪।୯: କୃତ୍ରିମ ବୁଦ୍ଧିମତ୍ତା ବା ‘ଏଆଇ’ ଏବେ ଚାକିରିଆଙ୍କ ପାଇଁ କାଳ ହୋଇଛି । ବିଶ୍ୱସ୍ତରରେ ଏଆଇର ପ୍ରଚଳନ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଭିନ୍ନ କ୍ଷେତ୍ରରୁ ଲୋକେ ନିଯୁକ୍ତି ହରାଇବାରେ ଲାଗିଛନ୍ତି । ତେବେ ଅନ୍ୟାନ୍ୟ କ୍ଷେତ୍ର ତୁଳନାରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ…
ଏଆଇର ନୀତିଗତ ଏବଂ ନିୟନ୍ତ୍ରଣ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କୁ ବିଚାର କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୪।୮(ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ଭିତ୍ତିକ ବିଷୟ ନିୟନ୍ତ୍ରଣ କ୍ଷେତ୍ରରେ ନୈତିକତା ଏବଂ ସ୍ବଚ୍ଛତା ଉପରେ ବାଧ୍ୟତାମୂଳକ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ ଜଣେ ଆବେଦନକାରୀଙ୍କ ଦ୍ୱାରା ଦିଆଯାଇଥିବା ପରାମର୍ଶଗୁଡ଼ିକୁ ବିଚାର କରିବାକୁ ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାର ଏବଂ ଅନ୍ୟମାନଙ୍କୁ ନିର୍ଦ୍ଦେଶ…
ବିଶ୍ବ ପାଇଁ ବଡ଼ ବିପଦ! ଏଆଇକୁ ଅସ୍ତ୍ର କରୁଛି ଉତ୍ତର କୋରିଆ, ସାଇବର ଆକ୍ରମଣ ନେଇ ଆଲର୍ଟ!
ନୂଆଦିଲ୍ଲୀ,୧୧।୮:ବିଶ୍ୱ ସାଇବର ସୁରକ୍ଷା କ୍ଷେତ୍ରରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଉତ୍ତର କୋରିଆର ସରକାରୀ ସହାୟତା ପ୍ରାପ୍ତ ହ୍ୟାକରମାନେ ବର୍ତ୍ତମାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତାର ବ୍ୟବହାର କରି ସୱୟଂଚାଳିତ ଭାବେ ବିଶ୍ୱର ବିଭିନ୍ନ ପ୍ରତିଷ୍ଠାନ ଉପରେ…
ନୂଆ ନିୟମ ଆଣିବେ କେନ୍ଦ୍ର ସରକାର, ‘ଡିପ୍ଫେକ୍’ ପ୍ରସ୍ତୁତକାରୀଙ୍କୁ ମିଳିବ ଦଣ୍ଡ
ନୂଆଦିଲ୍ଲୀ,୨୩।୧୧: ବଢିଚାଲିଥିବା ଡିପ୍ଫେକ୍ ସମସ୍ୟାର ସମାଧାନ ପାଇଁ ନୂଆ ନିୟମ ଆଣିବେ କେନ୍ଦ୍ର ସରକାର। ଗୁରୁବାର ଦିନ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ କେନ୍ଦ୍ର ସରକାର ଖୁବ୍ ଶୀଘ୍ର ଏକ ନୂତନ ଆଇନ ଆଣିବେ ଯାହା ଡିପ୍ଫେକ୍ କୁ…

