ବିଲ୍ ଗେଟ୍ସଙ୍କ କୃତ୍ରିମ ବର୍ଷା ବିଲ୍ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ ନ ବାହାରିବା ପାଇଁ କୁହାଯାଉଥିଲା। ସତରେ କ’ଣ ଏହା ପ୍ରବଳ ବର୍ଷାର କାରଣ?…