‘ଉତ୍ତମ କଳାକାର ହେବା ପାଇଁ ଶିକ୍ଷକ ପ୍ରେରଣାର ଉତ୍ସ ହେବା ଆବଶ୍ୟକ’ ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଶୁକ୍ରବାର ଚିତ୍ରକଳା ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର ଦିଲ୍ଲୀପ କୁମାର ଖୁଣ୍ଟିଆଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଏବଂ କଳାଶିକ୍ଷକ ଅକ୍ଷୟ କୁମାର ସେଠୀଙ୍କ…