IPLକ୍ୟାଲେଣ୍ଡରରେ ବଡ଼ ପରିବର୍ତ୍ତନ ଚାହୁଁଛନ୍ତି ଲଲିତ ମୋଦି: ଦେଲେ ଏମିତି ପ୍ରସ୍ତାବ
ନୂଆଦିଲ୍ଲୀ,୩।୧୧: ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଫ୍ରାଞ୍ଚାଇଜ ଲିଗ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ଆୟୋଜନକୁ ନେଇ ବଡ଼ ପ୍ରସ୍ତାବ ଦେଇଛନ୍ତି ଲିଗ୍ର ପ୍ରତିଷ୍ଠାତା ଲଲିତ ମୋଦି। ଆଇପିଏଲ୍ର ବର୍ତ୍ତମାନର ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ ଥିବା ଆୟୋଜନ ସମୟକୁ ପରିବର୍ତ୍ତନ କରି…

