Tag Archives: Arvind Kejriwal

କିଏ ହେବେ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ, କେଜ୍‌ରିଓ୍ବାଲ ଦେଲେ ବଡ଼ ସୂଚନା, କହିଲେ…

ନୂଆଦିଲ୍ଲୀ,୧୫ା୯: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜାମିନରେ ଆସିଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ରବିବାର ଇସ୍ତଫା ଦେବା ପାଇଁ ଘୋଷଣା କରିଛନ୍ତି। ସେ ଆପ୍‌ର କର୍ମୀମାନଙ୍କୁ ସମ୍ବୋଧିତ କରି କହିଛନ୍ତି, ମୁଁ ଦୁଇ ଦିନ ମଧ୍ୟରେ ଇସ୍ତଫା ଦେବାକୁ ଯାଉଛି। ପରବର୍ତ୍ତୀ…

‘ଇସ୍ତଫା ଦେଲେ ବି ମୁଁ ଦେଶ ପାଇଁ ସଂଗ୍ରାମ ଜାରି ରଖିବି’

ନୂଆଦିଲ୍ଲୀ,୧୫ା୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଦୁଇ ଦିନ ମଧ୍ୟରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ନଭେମ୍ବରରେ ଦିଲ୍ଲୀରେ ନିର୍ବାଚନ ହେବାକୁ କେଜ୍‌ରିଓ୍ବାଲ ମଧ୍ୟ ଦାବି କରିଛନ୍ତି। ଦଳୀୟ ମୁଖ୍ୟାଳୟରେ…

୧୫୬ ଦିନ ପରେ ଜେଲ୍‌ରୁ ବାହାରିଲେ ଅରବିନ୍ଦ କେଜ୍‌ରିୱାଲ

ନୂଆଦିଲ୍ଲୀ,୧୩।୯: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ବେଲ ମିଳିବା ପରେ ଶୁକ୍ରବାର ସେ ୧୫୬ ଦିନ ପରେ ଜେଲ୍ରୁ ବାହାରିଛନ୍ତି। ବାହାରକୁ ଆସି ସେ ପାର୍ଟି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି ଯେ, ଲକ୍ଷ…

କଂଗ୍ରେସ ସହ ମେଣ୍ଟକୁ ନେଇ ଆସିଲା ବଡ଼ ଖବର, ଏତିକି ସିଟ୍‌ରେ ଆପ୍‌ ସହମତ

ଚଣ୍ଡୀଗଡ଼,୮ା୯: ହରିୟାଣାରେ କଂଗ୍ରେସ ଏବଂ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ମଧ୍ୟରେ ମେଣ୍ଟ ସମ୍ପର୍କକୁ ନେଇ ଏକ ବଡ଼ ଖବର ଆସିଛି। ସୂଚନାନୁସାରେ, ଆପ୍‌ ଏବଂ କଂଗ୍ରେସ ମଧ୍ୟରେ ମେଣ୍ଟ ସମ୍ପର୍କରେ ଆଲୋଚନା ଚାଲିଥିବା ଜଣାପଡିଛି। ଆସନ୍ତାକାଲି ସୁଦ୍ଧା ଏହି ମେଣ୍ଟ…

‘କେଜରିୱାଲ୍‌ ମଦ ଦୁର୍ନୀତିର ମାଷ୍ଟରମାଇଣ୍ଡ୍‌’, ସୁପ୍ରିମ୍‌କୋର୍ଟରେ ସିବିଆଇର ଚାଞ୍ଚଲ୍ୟକର ତଥ୍ୟ

ନୂଆଦିଲ୍ଲୀ, ୨୩।୦୮: ବହୁ ଚର୍ଚ୍ଚିତ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସୁପ୍ରିମ୍‌କୋର୍ଟରେ ଚଞ୍ଚଲ୍ୟକର ତଥ୍ୟ ରଖିଛି ଜାତୀୟ ତଦନ୍ତକାରୀ ସଂସ୍ଥା ସିବିଆଇ । ସୁପ୍ରିମ୍‌କୋର୍ଟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ୍‌ଙ୍କ ଜାମିନ୍‌ ଆବେଦନ ଶୁଣାଣି ବେଳେ ସିବିଆଇ ପକ୍ଷରୁ ଜବାବ ଦାଖଲ କରାଯାଇଛି…

ସିସୋଡିଆଙ୍କ ପରେ ଜେଲ୍‌ରୁ ବାହାରିବେ କେଜ୍‌ରିଓ୍ବାଲ!

ନୂଆଦିଲ୍ଲୀ,୧୨ା୮: ସୁପ୍ରିମକୋର୍ଟରେ ସିବିଆଇ ଗିରଫକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଚ୍ୟାଲେଞ୍ଜ କରିଛନ୍ତି। କେଜ୍‌ରିଓ୍ବାଲଙ୍କ ପକ୍ଷରୁ ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଭି ଶୀଘ୍ର ଶୁଣାଣି କରିବାକୁ ଦାବି କରିଛନ୍ତି। ପ୍ରଧାନ ବିଚାରପତି ତାଙ୍କୁ ଆନୁଷ୍ଠାନିକ ଭାବେ ଏକ ଇମେଲ ପଠାଇବାକୁ…

ଜେଲ୍‌ରେ ମୁଖ୍ୟମନ୍ତ୍ରୀଙ୍କର ୮ କେଜିରୁ ଅଧିକ ଓଜନ କମିଲା, ନେତା କହିଲେ…

ନୂଆଦିଲ୍ଲୀ , ୧୩।୦୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ ମଦ ଦୁର୍ନୀତି ମାମଲାରେ ଜେଲ୍‌ରେ ରହିଛନ୍ତି । ଫଳରେ ଜେଲ୍‌ରେ ତାଙ୍କର ସ଼୍ବାସ୍ଥ୍ୟାବସ୍ଥାରେ ଅବନତି ହୋଇଥିବା ଜଣାପଡ଼ିଛି । ଏହାକୁ ନେଇ ଆମ ଆଦମୀ ପାର୍ଟି ନେତା ସଞ୍ଜୟ ସିଂ କହିଛନ୍ତି…

କେଜ୍‌ରିଓ୍ବାଲ୍‌ଙ୍କୁ ଜାମିନ ମିଳିବା ପରେ ଆପ୍‌ର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୨ା୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି ନେତା ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ସୁପ୍ରିମକୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ଦେଇଛନ୍ତି। ଏହା ପରେ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌)ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଆପ୍‌ କହିଛି, ସତ୍ୟର ଜୟ ହୋଇଛି। ମଦ…

ମିଛ-ମନଗଢ଼ା କାହାଣୀରେ ମୋତେ ଫସାଯାଇଛି, ଗିରଫଦାରୀ ଅବୈଧ: ହାଇକୋର୍ଟରେ କହିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୦।୭: ଅବକାରୀ ଦୁର୍ନୀତି ମାମଲାରେ ଜେଲରେ ବନ୍ଦ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟରେ ତାଙ୍କୁ ଫସାଯାଇଥିବା କହିଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କୁ ଏମ ଜାଲ ତଥା ମନଗଢ଼ା କାହାଣୀରେ ଫସାଇଛି। ଏପରିକି ତାଙ୍କ ଗିରଫଦାରୀ ସମ୍ପୂର୍ଣ୍ଣ…

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସରିଲା ସିବିଆଇ ଯାଞ୍ଚ, ମୁଖ୍ୟମନ୍ତ୍ରୀଙ୍କୁ ନେଇ ଅଧିକାରୀ କହିଲେ…

ମୁମ଼୍ବାଇ, ୬।୭: ଦିଲ୍ଲୀରେ ହୋଇଥିବା ମଦ ଦୁର୍ନୀତି ମାମଲା ଯାଞ୍ଚ କରୁଥିବା କେନ୍ଦ୍ର ତଦନ୍ତକାରୀ ସଂସ୍ଥା ସିବିଆଇ ତଦନ୍ତ ଶେଷ କରିଛି । ଶନିବାର ସିବିଆଇ ସ୍ପଷ୍ଟ କରିଛି ଯେ ଅରବିନ୍ଦ କୋଜରିୱାଲ୍‌ଙ୍କୁ ଛାଡ଼ି ମାମଲାରେ ଜଡ଼ିତ ଅନ୍ୟ ଅଭିଯୁକ୍ତଙ୍କ ଯାଞ୍ଚ…

ମୁଖ୍ୟମନ୍ତ୍ରୀଙ୍କ ଗିରଫଦାରି: ସିବିଆଇକୁ ଜବାବ ମାଗିଲେ ହାଇକୋର୍ଟ

ନୂଆଦିଲ୍ଲୀ, ୦୩।୦୭: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଖୁବ୍‌ଶୀଘ୍ର ନିୟମିତ ଜାମିନ ପାଇଁ ଆବେଦନ କରିବେ। ଏନେଇ କେଜ୍‌ରିଓ୍ବାଲଙ୍କ ଓକିଲ ମଙ୍ଗଳବାର ଦିଲ୍ଲୀ ଉଚ୍ଚ ନ୍ୟାୟାଳୟଙ୍କୁ ଜଣାଇଛନ୍ତି। ଗିରଫଦାରିକୁ ଚ୍ୟାଲେଞ୍ଜ କରି କେଜ୍‌ରିଓ୍ବାଲଙ୍କ ଆବେଦନ ଉପରେ ଜଷ୍ଟିସ୍‌…

ମୁଖ୍ୟମନ୍ତ୍ରୀଙ୍କୁ ସିବିଆଇ ଗିରଫ ଘଟଣା, ଆସିଲା ବଡ଼ ଅପ୍‌ଡେଟ୍‌

ନୂଆଦିଲ୍ଲୀ, ୨୯।୦୬: ମଦ ଦୁର୍ନୀତି ଏବଂ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଆଜି ରାଉଜ୍‌ ଆଭେନ୍ୟୁ କୋର୍ଟରେ ହାଜର କରିଛି ସିବିଆଇ । କୋର୍ଟଙ୍କୁ ସିବିଆଇ ଅଧିକାରୀ କେଜ୍ରିଆଲ୍‌ଙ୍କୁ ଆଉ ରିମାଣ୍ଡରେ ନେବାକୁ ମନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?