କେଜ୍ରିୱାଲଙ୍କୁ ଜେରା କରୁଛି ଇଡି, ସୁପ୍ରିମକୋର୍ଟ ପହଞ୍ଚିଲା ଲିଗାଲ ଟିମ୍
ନୂଆଦିଲ୍ଲୀ,୨୧।୩: ଦିଲ୍ଲୀର ଅବକାରୀ ନୀତି ମାମଲାରେ ସମନ ଦେବା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ର ଏକ ଟିମ୍ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ପହଞ୍ଚିଛନ୍ତି। ମନି ଏଜେନ୍ସି ଲଣ୍ଡରିଂ ଆକ୍ଟ (PMLA) ର ଧାରା 50 ଅନୁଯାୟୀ ଅନୁସନ୍ଧାନକାରୀ ଦଳ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଘରେ ଇଡି ଟିମ୍, ସର୍ଚ୍ଚ ଅପରେସନ ଜାରି
ନୂଆଦିଲ୍ଲୀ,୨୧।୩: ହାଇକୋର୍ଟରୁ ଗିରଫ ପାଇଁ ଜାମିନ ନାମଞ୍ଜୁର ହୋଇଯିବା ପରେ ଗୁରୁବାର ସନ୍ଧ୍ୟାରେ ଇଡି ଦଳ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘରେ ପହଞ୍ଚିଛି। କେଜ୍ରିୱାଲ ଅବକାରୀ ଦୁର୍ନୀତି ମାମଲାରେ ହାଜର ହେବା ପାଇଁ ଇଡିର ଅନେକ ଥର ସମନ ପରେ…
ଗିରଫ ହେବା ଭୟ…ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨୧।୩: ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବାରମ୍ବାର ସମନ କରାଯାଉଛି। ତେବେ ଏହି ମାମଲାରେ ଗିରଫ ଭୟରେ ସେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟରେ ଏକ ପିଟିସନ ଦାଖଲ କରି…
ସିଏଏ ଦେଶ ପାଇଁ ବହୁତ ଖରାପ, ପାକିସ୍ତାନୀଙ୍କ ଉପରେ ଖର୍ଚ୍ଚ ହେବ ଟଙ୍କା: କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୧୩।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ବନ୍ଧରେ ବଡ଼ ବୟାନ ଦେଇଛନ୍ତି। କେଜ୍ରିୱାଲ କହିଛନ୍ତି ଯେ ସରକାରଙ୍କ ପାଖରେ ଭାରତର ଲୋକଙ୍କ ପାଇଁ ଟଙ୍କା ନାହିଁ। ମାତ୍ର ଏଠାରେ ପାକିସ୍ତାନ ଲୋକଙ୍କୁ ଥଇଥାନ କରିବାକୁୁ ଚାହୁଁଛନ୍ତି। ଏମାନେ…
ଯଦି ମୁଁ ଭାଜପାରେ ସାମିଲ ହୋଇଯିବି, ଇଡି ସମନ ମିଳିବା ବନ୍ଦ ହୋଇଯିବ: କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୭।୩: ଅବକାରୀ ଦୁର୍ନୀତି ମାମଲାରେ ଏଯାବତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ କରାଯାଇଥିବା ୮ ସମନକୁ ଅଣଦେଖା କରିସାରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ। ଏଣୁ ତାଙ୍କ ବିରୋଧରେ ମୋକଦ୍ଦମା ଚଲାଇବାକୁ ଦାବି କରି ଦିଲ୍ଲୀର ଏକ କୋର୍ଟରେ ନୂଆ ମାମଲା ଦାୟର କରାଯାଇଛି।…
ଏଥର ଇଡି ସାମ୍ନାରେ ହାଜର ହେବେ କି କେଜ୍ରିଓ୍ବାଲ? ପଠାଗଲା ୭ମ ସମନ
ନୂଆଦିଲ୍ଲୀ,୨୨।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୭ମ ସମନ ଜାରି କରିଛି। ଦିଲ୍ଲୀ ଅବକାରୀ ନୀତି ମାମଲା ସହ ଜଡ଼ିତ ମାମଲାରେ ତାଙ୍କୁ ପଚରାଉଚରା କରାଯିବ। ଫେବୃଆରୀ ୨୬ରେ ଇଡି ସମ୍ମୁଖରେ ହାଜର ହେବାକୁ କୁହାଯାଇଛି। ନିକଟରେ ଇଡି…
ଆସ୍ଥା ଭୋଟ ଜିତି ଶକ୍ତି ପ୍ରଦର୍ଶନ କଲେ କେଜ୍ରିଓ୍ବାଲ, କହିଲେ ୨୦୨୯ ନିର୍ବାଚନରେ ଭାଜପାକୁ ମୂଳପୋଛ କରିବ ଏଏପି…
ନୂଆଦିଲ୍ଲୀ,୧୭।୨: ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିିୱାଲ। ନିଜ ଆଡୁ ଆସ୍ଥା ଭୋଟ ପ୍ରସ୍ଥାବ ଆଣି ଶନିବାର ସେ ଶକ୍ତି ପ୍ରଦର୍ଶନ କରିଛନ୍ତି। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭାରେ ୬୩ ଆସନ ପାଇଛନ୍ତି। ଏହାପରେ ଭାଜପା ସରକାରଙ୍କ…
ସଂଖ୍ୟା ଗରିଷ୍ଠତା ଥାଇ ବି ଆସ୍ଥା ଭୋଟ୍ ଲୋଡ଼ିଲେ କେଜ୍ରିଓ୍ବାଲ, ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୧୬।: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ବିଧାନସଭାରେ ତାଙ୍କ ସରକାରର ଶକ୍ତି ପ୍ରଦର୍ଶନ ପାଇଁ ଶୁକ୍ରବାର ଆସ୍ଥାଭୋଟ ଲୋଡ଼ିଛନ୍ତି। ଶନିବାର ଏହା ଉପରେ ଆଲୋଚନା ହେବ। ତେବେ ବିରୋଧୀ ଦଳ ପକ୍ଷରୁ କୌଣସି ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଅଣାଯାଇଥାଏ। ଏମିତିରେ…
ମଦ ଘୋଟାଲା ମାମଲାରେ ଷଷ୍ଠ ଥର ପାଇଁ କେଜ୍ରିୱାଲଙ୍କୁ ସମନ କଲା ଇଡି
ନୂଆଦିଲ୍ଲୀ,୧୪।୨: କଥିତ ମଦ ଘୋଟାଲା ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଷଷ୍ଠ ଥର ପାଇଁ ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଫେବୃଆରୀ ୧୯ ତାରିଖରେ ହଜାର ହେବାକୁ ଇଡି କହିଛି। ଏହା ପୂର୍ବରୁ ଇଡି କେଜ୍ରିୱାଲଙ୍କୁ ୫ ଥର ସମନ କରିସାରିଛି।…
ମୋତେ ଭାଜପାରେ ସାମିଲ ହେବାକୁ ବାଧ୍ୟ କରାଯାଉଛି: କେଜ୍ରିଓ୍ବାଲ…
ନୂଆଦିଲ୍ଲୀ,୪।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟୀ(ଏଏପି) ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ଭାଜପାକୁ ନେଇ ବଡ଼ ଦାବି କରିଛନ୍ତି। ତାଙ୍କୁ ଭାଜପାରେ ସାମିଲ ହେବା ଲାଗି ବାଧ୍ୟ କରାଯାଉଛି। ହେଲେ ସେ ନଇଁବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତେବେ…
ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ କୋର୍ଟ ଦ୍ୱାରସ୍ଥ ହେଲା ଇଡି, ପାଞ୍ଚ ଥର ନୋଟିସ ପରେ ହେଉନାହାନ୍ତି ହାଜର
ନୂଆଦିଲ୍ଲୀ,୩।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ କୋର୍ଟ ଦ୍ୱାରସ୍ଥ ହୋଇଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଅବନକାରୀ ଦୁର୍ନୀତି ମାମଲାରେ ପାଞ୍ଚ ଥର ସମନ କରିବା ପରେ ମଧ୍ୟ ଇଡି ନିକଟରେ ହାଜର ନ ହେବାରୁ କୋର୍ଟର ଦ୍ୱାରସ୍ତ…
ଇଡିର ଚତୁର୍ଥ ସମନରେ ବି ହାଜର ହେବେ ନାହିଁ କେଜ୍ରିଓ୍ବାଲ! ଗୋଆ ଗସ୍ତରେ ଯିବେ…
ନୂଆଦିଲ୍ଲୀ,୧୮।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚତୁର୍ଥ ସମନକୁ ମଧ୍ୟ ଏଡ଼ାଇ ଯାଇପାରନ୍ତି। ମନି ଲଣ୍ଡରିଂ ମାମଲାରେ ଇଡି ତାଙ୍କୁ ଗୁରୁବାର ହାଜର ହେବାକୁ କହିଥିଲା। ହେଲେ କେଜ୍ରିଓ୍ବାଲଙ୍କର ୩ ଦିନିଆ ଗୋଆ ଗସ୍ତର କାର୍ଯ୍ୟକ୍ରମ ରହିଛି। ସେ…
Archives


