Tag Archives: Arvind Kejriwal

ମଦ ଘୋଟାଲା ମାମଲାରେ ଷଷ୍ଠ ଥର ପାଇଁ କେଜ୍ରିୱାଲଙ୍କୁ ସମନ କଲା ଇଡି

ନୂଆଦିଲ୍ଲୀ,୧୪।୨: କଥିତ ମଦ ଘୋଟାଲା ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଷଷ୍ଠ ଥର ପାଇଁ ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଫେବୃଆରୀ ୧୯ ତାରିଖରେ ହଜାର ହେବାକୁ ଇଡି କହିଛି। ଏହା ପୂର୍ବରୁ ଇଡି କେଜ୍ରିୱାଲଙ୍କୁ ୫ ଥର ସମନ କରିସାରିଛି।…

ମୋତେ ଭାଜପାରେ ସାମିଲ ହେବାକୁ ବାଧ୍ୟ କରାଯାଉଛି: କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟୀ(ଏଏପି) ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲ ଭାଜପାକୁ ନେଇ ବଡ଼ ଦାବି କରିଛନ୍ତି। ତାଙ୍କୁ ଭାଜପାରେ ସାମିଲ ହେବା ଲାଗି ବାଧ୍ୟ କରାଯାଉଛି। ହେଲେ ସେ ନଇଁବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତେବେ…

ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ କୋର୍ଟ ଦ୍ୱାରସ୍ଥ ହେଲା ଇଡି, ପାଞ୍ଚ ଥର ନୋଟିସ ପରେ ହେଉନାହାନ୍ତି ହାଜର

ନୂଆଦିଲ୍ଲୀ,୩।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ କୋର୍ଟ ଦ୍ୱାରସ୍ଥ ହୋଇଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଅବନକାରୀ ଦୁର୍ନୀତି ମାମଲାରେ ପାଞ୍ଚ ଥର ସମନ କରିବା ପରେ ମଧ୍ୟ ଇଡି ନିକଟରେ ହାଜର ନ ହେବାରୁ କୋର୍ଟର ଦ୍ୱାରସ୍ତ…

ଇଡିର ଚତୁର୍ଥ ସମନରେ ବି ହାଜର ହେବେ ନାହିଁ କେଜ୍‌ରିଓ୍ବାଲ! ଗୋଆ ଗସ୍ତରେ ଯିବେ…

ନୂଆଦିଲ୍ଲୀ,୧୮।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚତୁର୍ଥ ସମନକୁ ମଧ୍ୟ ଏଡ଼ାଇ ଯାଇପାରନ୍ତି। ମନି ଲଣ୍ଡରିଂ ମାମଲାରେ ଇଡି ତାଙ୍କୁ ଗୁରୁବାର ହାଜର ହେବାକୁ କହିଥିଲା। ହେଲେ କେଜ୍‌ରିଓ୍ବାଲଙ୍କର ୩ ଦିନିଆ ଗୋଆ ଗସ୍ତର କାର୍ଯ୍ୟକ୍ରମ ରହିଛି। ସେ…

ଦିଲ୍ଲୀ ଅବକାରୀ ନୀତି ମାମଲାରେ ଅରବିନ୍ଦ କେଜରିୱାଲଙ୍କୁ ପୁଣି ନୋଟିସ କଲା ଇଡି

ନୂଆଦିଲ୍ଲୀ,୧୮।୧୨: ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜରିୱାଲଙ୍କୁ ପଚରାଉଚରା ପାଇଁ ପୁଣିଥରେ ନୋଟିସ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଏହି ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଡିସେମ୍ବର…

ଜେଲରୁ ସରକାର ଚଲାଇବେ ଅରବିନ୍ଦ କେଜ୍ରିୱାଲ; ଜାଣନ୍ତୁ କାହିଁକି ଏପରି କହିଲେ ଦିଲ୍ଲୀ ବିଧାୟକ

ନୂଆଦିଲ୍ଲୀ,୬/୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ନୋଟିସ ପଠାଇବା ପରେ ଆମ୍ ଆଦମୀ ପାର୍ଟି(ଏଏପି) ର ଚିନ୍ତା ବଢିଯାଇଛି। ଏଥିପାଇଁ ଏଏପି ଆଗୁଆ କୋର୍ଟ ଶରଣରେ ଯିବାକୁ ନିଷ୍ପତି ନେଇଛି। ଯଦି ଇଡି ଭବିଷ୍ୟତରେ କେଜ୍ରିୱାଲଙ୍କୁ ଗିରଫ କରେ…

କେଜ୍‌ରିଓ୍ବାଲ ଭ୍ରଷ୍ଟାଚାରର ସାଗର, ସଚ୍ଚୋଟ ନୁହନ୍ତି ପୂରା ଅଲାଜୁକ : ଭାଜପା

ନୂଆଦିଲ୍ଲୀ,୨।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମ୍ମୁଖରେ ଶୁକ୍ରବାର ହାଜର ହୋଇନାହାନ୍ତି। ଏହା ତାଙ୍କର ଡରକୁ ଦର୍ଶାଉଛି ବୋଲି ଭାରତୀୟ ଜନତା ପାର୍ଟୀ(ଭାଜପା) କଟାକ୍ଷ କରିଛି। ଇଡି ସମ୍ମୁଖରେ ହାଜର ନ ହୋଇ କେଜ୍‌ରିଓ୍ବାଲ ସ୍ପଷ୍ଟ କରିଛନ୍ତି ଯେ…

‘କେଜ୍‌ରିୱାଲଙ୍କୁ ଭୟ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି’

ନୂଆଦିଲ୍ଲୀ,୩୧।୧୦: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଜାମିନ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ମନା କରିବା ପରେ ଜାତୀୟ ରାଜଧାନୀରେ ରାଜନୀତି ଚରମ ସୀମାରେ ପହଞ୍ଚିଛି। ଏହି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଇଡି ନୋଟିସ ମିଳିଛି।…

ଅବକାରୀ ନୀତି ମାମଲା: ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ନୋଟିସ୍, ୨ ନଭେମ୍ବର ପଚାର ଉଚରା ପାଇଁ ଡ଼କାଇଲା

ନୂଆଦିଲ୍ଲୀ,୩୦/୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୋମବାର ନୋଟିସ୍ କରିଛି ଇଡି। ଦିଲ୍ଲୀ ନୂତନ ଅବକାରୀ ନୀତି ମାମଲାରେ ପଚାର ଉଚରା କରିବା ପାଇଁ ୨ ନଭେମ୍ବରକୁ ଡକାଇଛି। ଏହା ପୂର୍ବରୁ ଏପ୍ରିଲ ମାସରେ ସିବିଆଇ ପଚାର ଉଚରା ପାଇଁ ଡ଼କାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?