Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି ପହଞ୍ଚାଏ। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେ ଏବଂ ସେନା ମୁଖ୍ୟ…