ସିଡ୍ନୀ,୮ା୧: ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡ(ଏସ୍ସିଜି)ରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଆଶେସ ଟେଷ୍ଟ କ୍ରିକେଟ ମ୍ୟାଚ୍କୁ ଅଷ୍ଟ୍ରେଲିଆ ଗୁରୁବାର ୫ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ ଘରୋଇ ଅଷ୍ଟ୍ରେଲିଆ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍କୁ…
ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍ ଡକେଟ୍ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସେ…
ପର୍ଥ,୧୫ା୧: ହାମ୍ଷ୍ଟ୍ରିଙ୍ଗ ଇଞ୍ଜୁରୀ ପାଇଁ ଅଷ୍ଟ୍ରେଲିଆ ଫାଷ୍ଟ ବୋଲର ଜୋସ୍ ହାଜେଲ୍ଉଡ୍ ଆସନ୍ତା ଶୁକ୍ରବାର ପର୍ଥଠାରେ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଆଶେସ ଟେଷ୍ଟରେ ଖେଳିବେନାହିଁ। ପ୍ରାଥମିକ ସ୍କାନ ପରେ ଆଘାତ ଗୁରୁତର ନୁହେଁ ବୋଲି କୁହାଯାଇଥିଲା। ମାତ୍ର…
Archives
Model This Week
ପିଲାଙ୍କ ଧରିତ୍ରୀ