ପଞ୍ଚମ ଆଶେସ ପାଇଁ ବଢ଼ିଲା ସୁରକ୍ଷା ବ୍ୟବସ୍ଥା ସିଡ୍ନୀ,୩ା୧: ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍ସିଜି)ରେ ରବିବାର ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଅନ୍ତିମ ତଥା ପଞ୍ଚମ ଆଶେସ ଟେଷ୍ଟ ଖେଳାଯିବ। ହେଲେ ଗତ ମାସରେ ବୋଣ୍ଡି ବିଚ୍ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ଘଟଣା ନେଇ ପଞ୍ଚମ ମ୍ୟାଚ୍ ଲାଗି ସୁରକ୍ଷା…