ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ ପ୍ରାର୍ଥନା କରୁଥିବା ସମୟରେ ହଠାତ ଦଳାଚକଟା ଘଟିଥିଲା। ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ, ଏହି…