ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି… ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ ଦ୍ୱନ୍ଦ୍ୱରେ ପଡ଼ିଥାନ୍ତି। ତେବେ ଆସନ୍ତୁ ସେମାନେ ପିନ୍ଧୁଥିବା ପୋଷାକ ଏବଂ ଚିହ୍ନରୁ ଜାଣିବା…