ଭାରତ ଉପରେ ବଲ୍ ଟାମ୍ପରିଂ ଅଭିଯୋଗ ଲଗାଇଲେ ପାକିସ୍ତାନର ଇଞ୍ଜାମାମ-ଉଲ-ହକ୍ ନୂଆଦିଲ୍ଲୀ,୨୬।୬: ପୂର୍ବତନ ପାକିସ୍ତାନ କ୍ରିକେଟର ତଥା ଅଧିନାୟକ ଇଞ୍ଜାମାମ-ଉଲ-ହକ ଏକ ବିଚିତ୍ର ଦାବି କରିଛନ୍ତି ଯେ ”ଭାରତର ଦ୍ରୁତ ବୋଲର ମାନେ ୨୦୨୪ ଟି -୨୦ ବିଶ୍ୱକପ ଅଭିଯାନରେ ଲଗାତାର ବଲରେ ଟାମ୍ପରିଂ କରୁଛନ୍ତି। ଇଞ୍ଜାମାମ କହିଛନ୍ତି ଯେ ଭାରତର...