Tag Archives: ashwin Vaishnab

EPFରେ ବଡ଼ ପରିବର୍ତ୍ତନ; ୫୧ ଲକ୍ଷରୁ ଅଧିକ କର୍ମଚାରୀ ହେବେ ଉପକୃତ, ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୧୬ା୯: କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍‌ ପାଇଁ ଲାଗୁଥିବା ବେତନ ସୀମାକୁ ମାସିକ ୧୫,୦୦୦ ଟଙ୍କାରୁ ବଢ଼ାଇ ୨୫,୦୦୦ ଟଙ୍କା କରାଯାଇଛି ।…

ଆସନ୍ତା ବର୍ଷ ଚାଲିବ ଭାରତର ପ୍ରଥମ ବୁଲେଟ ଟ୍ରେନ; ଘୋଷଣା ହେଲା ନୂଆ ରୁଟ

ନୂଆଦିଲ୍ଲୀ,୧୨।୭: ଭାରତରେ ଖୁବଶୀଘ୍ର ବୁଲେଟ ଟ୍ରେନ ଟ୍ରାକରେ ଦୌଡିବ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ଘୋଷଣା କରିଛନ୍ତି ଯେ ମୁମ୍ବାଇ ଏବଂ ଅହମଦାବାଦ ମଧ୍ୟରେ ପ୍ରଥମ ବୁଲେଟ ଟ୍ରେନ ନିର୍ମାଣ କାର୍ଯ୍ୟ ଚାଲିଛି। ସେ କହିଛନ୍ତି ଯେ ବୁଲେଟ ଟ୍ରେନ…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା ମାଗିଛନ୍ତି। ଏତେ ସଂଖ୍ୟାରେ ଲୋକଙ୍କ ଆଗମନ ଅସାଧାରଣ ଥିଲା ବୋଲି ମନ୍ତ୍ରୀ କହିବା…

ଆଗାମୀ ୫ ବର୍ଷରେ ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କାରେ ନିବେଶ କରିବ ଭାରତୀୟ ରେଲୱେ

ନୂଆଦିଲ୍ଲୀ,୩୦ା୬: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଓଡ଼ିଶା ପାଇଁ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଓଡିଶାରେ ୧ ଲକ୍ଷ କୋଟି ଟଙ୍କାର ନୂତନ ରେଳ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ନିକଟରେ ରାଜ୍ୟରେ ଲୋକ ସଭା…

ପ୍ରତୀକ୍ଷାର ଅବସାନ: ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ

ଭୁବନେଶ୍ୱର,୧୪।୨: ଶେଷ ହେଲା ସସ୍‌ପେନ୍ସ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଅଶ୍ୱିନୀ ବୈଷ୍ଣବଙ୍କ ନାଁ ଘୋଷଣା କରିଛି ଭାଜପା। ଫଳରେ ୨୦୧୯ ଭଳି ଅଶ୍ୱିନୀଙ୍କୁ ପୁଣିଥରେ ଭାଜପା ପ୍ରାର୍ଥୀ କରିଛି ଓ ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?