ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ କେବଳ ICC ଟୁର୍ଣ୍ଣାମେଣ୍ଟ କିମ୍ବା ACC ଟୁର୍ଣ୍ଣାମେଣ୍ଟରେ ପରସ୍ପରର ମୁହାଁମୁହିଁ ହୁଅନ୍ତି, କିନ୍ତୁ ପହଲଗାମରେ… Posts pagination Newer posts 1 … 3 4 5