ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍ ଡାଉନ ସିଣ୍ଡ୍ରୋମ୍ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ କନିଷ୍ଠ ବର୍ଗ ସ୍ଲେଟିଂ ୧୦୦ ମିଟରରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ…