ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି।…