Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’
ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ, ଉତ୍ସାହ ଏବଂ ଉଲ୍ଲେଖନୀୟ କ୍ରୀଡ଼ା-ଭାବନା ସହ ଦେଶର ପ୍ରତିନିଧିତ୍ୱ କରିଥିବାରୁ ସେ ଖେଳାଳିମାନଙ୍କର…
ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ
ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ ପଦକ ହାସଲ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ, ଏସୀୟ କ୍ରୀଡ଼ା ଇତିହାସରେ ପୁରୁଷ…
ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା
ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ସେ ଏସିଆନ ଗେମ୍ସରେ ଗଲ୍ଫରେ ସ୍ବର୍ଣ୍ଣ ଜିତିଥିବା ପ୍ରଥମ ଭାରତୀୟ…
୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ
ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ ପଦକ। ମହିଳା ରିକର୍ଭ ବ୍ୟକ୍ତିଗତ ବର୍ଗରେ ସେ ଚମତ୍କାର ପ୍ରଦର୍ଶନ କରି ଦକ୍ଷିଣ…
ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…
ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ ମ୍ୟାଚ୍ରେ ଯେଉଁ ଟିମ୍ ବିଜୟୀ ହେବ, ସେହି ଦଳ ସ୍ୱର୍ଣ୍ଣ ପଦକ ହାସଲ…
ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ
ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ମହିଳା ହକି, ଆର୍ଚେରୀ ଓ କୁସ୍ତିରୁ ଗୋଟିଏ…
୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ
ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏହି ବିଜୟ ସହିତ ଭାରତୀୟ ମହିଳା ହକି…
ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ
ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ ଜାପାନର ୟୁରି ନକାଜାତୋଙ୍କ ବିପକ୍ଷରେ କଡ଼ା ସଂଘର୍ଷ…
ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…
ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ ପୁଣିଥରେ ମୁହାଁମୁହିଁ ହେବେ। ସେମିଫାଇନାଲରେ ବାଂଲାଦେଶକୁ ୬ ଉଇକେଟ୍ରେ ହରାଇ ପାକିସ୍ତାନ ଫାଇନାଲ…
ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ
ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବେ। ସ୍ବର୍ଣ୍ଣ ପଦକ ପାଇଁ ଏହି ଦୁଇ ଦଳ ମଧ୍ୟରେ ଫାଇନାଲ…
କମାଲ କଲେ ନୀରୁ: ଏସିଆନ୍ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ
ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍ରେ ନୀରୁ ୨୮ ପଏଣ୍ଟ ହାସଲ କରି ସ୍ବର୍ଣ୍ଣ ପଦକ ଜିତିବା ସହ ନୂଆ ଏସୀୟ ରେକର୍ଡ ସ୍ଥାପନ କରିଛନ୍ତି।…
ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ
ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା କ୍ୱାର୍ଟରଫାଇନାଲ୍ ମ୍ୟାଚ୍ ଲଗାଣ ବର୍ଷା ଯୋଗୁଁ ରଦ୍ଦ ହୋଇଯାଇଛି। ଏସିଆନ୍ ଗେମ୍ସର…

