Tag Archives: Asian Games 2026

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ ଭେଟି ଦେଇଛନ୍ତି। ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ ଇଭେଣ୍ଟରେ ଏହି…

୧୬ ବର୍ଷ ପ୍ରତୀକ୍ଷାର ଅନ୍ତ: ଏସିଆନ୍ ଗେମ୍ସରେ ହିମାଚଳର ଝିଅ ସୀମା ରଚିଲେ ଇତିହାସ, ଭାରତ ପାଇଁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୪।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ଆଥଲେଟ୍ ସୀମା କୁମାରୀ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। ମହିଳା ୧୦,୦୦୦ ମିଟର ରେସ୍ ଇଭେଣ୍ଟରେ ସୀମା ୩୨:୪୧.୫୪ ସେକେଣ୍ଡ ସମୟ ନେଇ ବ୍ରୋଞ୍ଜ ପଦକ ନିଜ ନାମରେ କରିଛନ୍ତି। ଏସିଆନ୍ ଗେମ୍ସରେ…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ସ୍ୱର୍ଣ୍ଣ ପଦକ ଜିତିଛି । ଟସ୍…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି ପଦକ ହାସଲ କରିଥିଲା। ଭାରତୀୟ ଖେଳାଳିମାନେ କେବଳ ପାକିସ୍ତାନକୁ ଦୁଇଥର ପରାସ୍ତ କରି…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି। ୧୫ ଦିନ ଧରି ହେବାକୁ ଥିବା ଏହି ମହାଦେଶୀୟ କ୍ରୀଡ଼ା ମହୋତ୍ସବରେ ୪୫ଟି…

Asian Games 2026: ଏସିଆନ୍ ଗେମ୍ସ ପୂର୍ବରୁ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ; ବାଦ୍ ପଡ଼ିଲେ ବରୁଣ, ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୬।୯: ଏସିଆନ୍ ଗେମ୍ସ ୨୦୨୬ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳରେ ପରିବର୍ତ୍ତନ ହୋଇଛି । ଆହତ କାରଣରୁ ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏସିଆନ୍ ଗେମ୍ସରୁ ବାଦ୍ ପଡ଼ିଛନ୍ତି । ତାଙ୍କ ସ୍ଥାନରେ ଯୁବ ଅଲରାଉଣ୍ଡର ବିପ୍ରଜ ନିଗମଙ୍କୁ ଭାରତୀୟ ଦଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?