Tag Archives: Asian Games

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ, ‘ସବୁଜ ଜର୍ସି (ପାକିସ୍ତାନ ଦଳର ଜର୍ସି ରଙ୍ଗ) ପିନ୍ଧି ୧୩ ବର୍ଷ ବିତାଇବା…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ ଲଗାତାର ଦ୍ୱିତୀୟ ଥର ଏସିଆନ ଗେମ୍ସ ପୁରୁଷ ହକିରେ ଚାମ୍ପିୟନ ହୋଇଛି। ଏହି…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ପାକିସ୍ତାନକୁ ପରାସ୍ତ କରି ଭାରତୀୟ ଦଳ ସ୍ବର୍ଣ୍ଣ ପଦକ ହାସଲ କରିଥିଲା। ପ୍ରଥମେ…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି ମୁକାବିଲା ଶେଷ ମିନିଟ ପର୍ଯ୍ୟନ୍ତ ରୋମାଞ୍ଚକର ରହିଥିଲା ଏବଂ ଅମନ ଉତ୍ତର କୋରିଆର…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା ଟେଟେଙ୍କ ଭାରତୀୟ ଦଳ ୪୪ ବର୍ଷର ଦୀର୍ଘ ଅପେକ୍ଷା ପରେ ସ୍ୱର୍ଣ୍ଣ ପଦକ…

କୁସ୍ତିରେ ବଡ଼ ବିପର୍ଯ୍ୟୟ ଘଟାଇଲେ ମଲ୍ଲଯୋଦ୍ଧା ସୁଜିତ, ଭାରତକୁ ମିଳିଲା ପୁଣି ସ୍ବର୍ଣ୍ଣ

ନାଗୋୟା,୨ା୧୦: ଭାରତୀୟ ମଲ୍ଲଯୋଦ୍ଧା ସୁଜିତ କାଲ୍‌କାଲ୍‌ ୨୦୨୬ ଏସୀୟ କ୍ରୀଡ଼ାରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ସୁଜିତ ପୁରୁଷ ୬୫ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତି ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସ୍ବର୍ଣ୍ଣ ପଦକ ମ୍ୟାଚ୍‌ରେ ସୁଜିତ ତାଜିକିସ୍ତାନର ଅବଦୁଲମାଜିଦ କୁଡିଭଙ୍କ ବିପକ୍ଷରେ ପ୍ରଥମେ…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୪-୩ ଗୋଲ୍‌ରେ ବିଜୟୀ ହୋଇଛି । ମ୍ୟାଚ୍‌ର ୬୦ତମ ମିନିଟ୍‌ରେ ଅଭିଷେକ ନିର୍ଣ୍ଣାୟକ…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ ଶ୍ରୀଲଙ୍କାକୁ ୧୨୪ ରନ୍‌ରେ ପରାସ୍ତ କରି ଫାଇନାଲ ଟିକେଟ୍ ହାସଲ କରିଛି ।…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫ ସେକେଣ୍ଡରେ ରେସ ଶେଷ କରି ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହା ସହ ସେ…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା ମୁକାବିଲାରେ ଇରାନକୁ ୪୦-୩୪ରେ ପରାସ୍ତ କରି ଭାରତ କବାଡ଼ିରେ ଦ୍ୱିତୀୟ ସ୍ବର୍ଣ୍ଣ ପଦକ…

ପେଟରେ ଥିଲା ଭୋକ, ଆଖିରେ ଥିଲା ସ୍ବପ୍ନ: ଏବେ ଏସିଆନ ଗେମ୍ସରେ ଭାରତ ପାଇଁ ପଦକ ଜିତିଲେ କ୍ୟାବ୍‌ ଡ୍ରାଇଭର

ନୂଆଦିଲ୍ଲୀ,୨୪।୯: ଜାପାନର ନାଗୋୟାରେ ପୁରୁଷ ଡବଲ ସ୍କଲ୍ସ ରୋଇଂ ଫାଇନାଲ ଶେଷ ହେବା ପରେ ଯେତେବେଳେ ଆକାଶରେ ଭାରତର ତ୍ରିରଙ୍ଗା ଉଡିଥିଲା,ସେତେବେଳେ ୨୦୦୦ ମିଟର ଓ୍ବାଟର କୋର୍ସରେ ଠିଆ ହୋଇଥିବା ସଲମାନ ଖାନଙ୍କ ଆଖିରୁ ଲୁହ ଝରିପଡ଼ିଥିଲା। ଏହା କେବଳ ପଦକ…

Asian Games: ପ୍ରଥମ ସେଟ ଜିତିବା ପରେ କ୍ୱାର୍ଟର ଫାଇନାଲରେ ପ୍ରଶଂସକଙ୍କୁ ନିରାଶ କଲେ ପି.ଭି. ସିନ୍ଧୁ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ମହିଳା ବ୍ୟାଡମିଣ୍ଟନ ଦଳଗତ କ୍ୱାର୍ଟର ଫାଇନାଲରେ, ଭାରତୀୟ ଦଳ ଜାପାନ ବିପକ୍ଷ ପ୍ରାରମ୍ଭିକ ମ୍ୟାଚରେ ପରାଜିତ ହୋଇଛି। ୟାମାଗୁଚିଙ୍କ ବିପକ୍ଷ ମୁକାବିଲାରେ ପି.ଭି. ସିନ୍ଧୁ ପ୍ରଥମ ସେଟକୁ ୨୩-୨୧ରେ ଜିତିଥିଲେ। ସିନ୍ଧୁ ଦ୍ୱିତୀୟ ସେଟରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?