ଏସିଆନ ଗେମ୍ସର ଓପନିଂ ମ୍ୟାଚ୍ରେ ଭାରତର ବଡ଼ ବିଜୟ
କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍ପ୍ରୀତ ସିଂ ଏକାକି ୪ଟି ଗୋଲ୍ ୧୮ତମ, ୧୯ତମ, ୩୭ତମ ଓ ୪୯ତମ ମିନିଟ୍ରେ ସ୍କୋର କରିଥିଲେ। ତାଙ୍କର…
ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ
ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ ନୂଆ ବିବାଦ ଦେଖାଦେଇଛି। ବିସିସିଆଇ (BCCI) ଜାପାନରେ ଭାରତୀୟ କ୍ରିକେଟରମାନଙ୍କ ରହିବା ପାଇଁ…
ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…
ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରୁ ଓହରି ଯାଇଥିବା ସ୍ପଷ୍ଟ ହୋଇଛି। ଫଳରେ ମହାଦେଶୀୟ ଇଭେଣ୍ଟର…
Asian Gamesରୁ ବାଦ ପଡ଼ିଲେ ଭିନେଶ ଫୋଗଟ: WFIକୁ ହାଇକୋର୍ଟଙ୍କ ଭର୍ତ୍ସନା
ନୂଆଦିଲ୍ଲୀ,୨୨।୫: ଶୁକ୍ରବାର (୨୨ ମଇ) ଦିଲ୍ଲୀ ହାଇକୋର୍ଟ ରେସଲର ଭିନେଶ ଫୋଗଟଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାରଙ୍କୁ ତାଙ୍କ ମାମଲା ଯାଞ୍ଚ ଏବଂ ମୂଲ୍ୟାଙ୍କନ ପାଇଁ ଏକ ବିଶେଷଜ୍ଞ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ ଏହା…

