ଏସିଆନ ପେଣ୍ଟ୍ସର ନୂତନ ଯୋଜନା ଭୁବନେଶ୍ୱର,୧୦ା୬: ଭାରତର ଅଗ୍ରଣୀ ପେଣ୍ଟ ଆଣ୍ଡ ଡେକୋର କମ୍ପାନୀ ‘ଏସିଆନ ପେଣ୍ଟସ୍’ର ନୂତନ ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୫ରୁ ୧୪ ବର୍ଷ ବୟସର ଯୁବ କ୍ରିକେଟ ଉତ୍ସାହୀଙ୍କ ପାଇଁ ‘କ୍ରିକେଟ ସ୍କଲାରଶିପ ପାୱାରଡ ବାଇ ନିଓଭାରତ’ର ଶୁଭାରମ୍ଭ ହୋଇଛି।...