ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫) ଏବଂ ତାଙ୍କ ଘର ବଡ଼ଗଡ଼ ଥାନା ଅନ୍ତର୍ଗତ ବଖରକଟା ଗ୍ରାମ ବୋଲି ଜଣାପଡ଼ିଛି।…