କଟକ,୮ା୧୧: ଆସନ୍ତାକାଲି ଗୋଟିଏ ଦିନରେ ଗୋଟିଏ ସମୟରେ ଦୁଇ ଦୁଇଟି ପରୀକ୍ଷା ରହିଛି। OPSC ପକ୍ଷରୁ ଆସନ୍ତାକାଲି ଅର୍ଥାତ୍ ରବିବାର ASO ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ।…