ନିଜ ବୁଥ୍କୁ ବି ବଞ୍ଚାଇପାରିଲେନି ପୂର୍ବତନ ମୁଖ୍ୟମନ୍ତ୍ରୀ ଗେହଲଟ; ଯେଉଁଠି ଦେଇଥିଲେ ଭୋଟ ସେଠାରେ ବି ବାଜି ମାରିଲା ଭାଜପା ଜୋଧପୁର,୬।୧୨: ରାଜସ୍ଥାନ ବିଧାନସଭା ନିର୍ବାଚନରେ କଂଗ୍ରେସ ଶୋଚନୀୟ ଭାବେ ପରାସ୍ତ ହୋଇଛି। ବିଶେଷକରି ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଗଡ଼ରେ ଭାଜପାର ବିପୁଳ ବିଜୟ ଚର୍ଚ୍ଚାର କାରଣ ପାଲଟିଛି। ସରଦାରପୁରା ଆସନର ଯେଉଁ ବୁଥ୍ରେ ଗେହଲଟ ମତଦାନ ଦେଇଥିଲେ ସେଠାରେ...