ଗ୍ରାମବାସୀଙ୍କୁ ଦୃଢ଼ ପ୍ରତିଶ୍ରୁତି ଦେଲେ ଅତିରିକ୍ତ ଏସ୍ପି, ସରପଞ୍ଚ କହିଲେ… ବଲାଙ୍ଗୀର,୧୨ା୧(ସୁନିଲ କୁମାର ମହାନ୍ତି): ସଦର ଥାନା କୁଶମେଲ ପଞ୍ଚାୟତରୁ କିଛିଦିନ ତଳେ ଇଲେକ୍ଟ୍ରି ତାର ଚୋରି ହୋଇଥିଲା। ଲୋକେ ପୋଲିସକୁ ଖବର ଦେବାରୁ ସଦର ପୋଲିସ ଚୋରମାନଙ୍କୁ ଥାନାକୁ ଆଣି ପରେ ଛାଡ଼ିଦେଇଥିଲା। ସୋମବାର ସକାଳୁ କୁଶମେଲ ସରପଞ୍ଚ କୌସ୍ତୁଭ ସାହୁଙ୍କୁ…