ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ… ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ସଦ୍ୟତମ ଘଟଣାକ୍ରମରେ, ଏପ୍ରିଲ ୯ ରେ ହେବାକୁ ଥିବା ନିର୍ବାଚନର କିଛି…