CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’ ଗୁଆହାଟି,୨୬।୭: NEET ପେପର୍ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କହିଛନ୍ତି ଯେ ତାଙ୍କ କ୍ୟାବିନେଟ ସହଯୋଗୀଙ୍କୁ ଟ୍ରୋଲ କରାଯିବା ଉଚିତ ନୁହେଁ,…