ଲଜ୍ଜାରେ ନଇଁଲା ଓଡ଼ିଶା ମୁଣ୍ଡ: ମହିଳାଙ୍କୁ ଉଲଗ୍ନ କରିବା ମାମଲାରେ ଦେଶରେ ପ୍ରଥମ, ବର୍ଷକରେ ୧୯୭୮ କେସ୍ ରିପୋର୍ଟ ନୂଆଦିଲ୍ଲୀ,୩୦।୯: ରାଷ୍ଟ୍ରୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନସିଆରବି)ର ସଦ୍ୟତମ ରିପୋର୍ଟ ‘କ୍ରାଇମ୍ ଇନ୍ ଇଣ୍ଡିଆ ୨୦୨୩’ରେ ଏକ ଚିନ୍ତାଜନକ ଚିତ୍ର ପ୍ରକାଶ ପାଇଛି। ୨୦୨୩ରେ ମହିଳାଙ୍କୁ ଉଲଗ୍ନ କରିବା ମାମଲାରେ ଓଡ଼ିଶା ଦେଶରେ ସର୍ବାଧିକ ୧,୯୭୮ଟି କେସ୍ ରେଜିଷ୍ଟର୍ କରିଛି, ଯାହା…