Tag Archives: Assembly

ବିଧାୟକଙ୍କ ଦରମାକୁ ନେଇ ହଙ୍ଗାମା, ବିଧାନସଭାରେ ଲଗାଇଲେ ନିଆଁ, ୩ ମୃତ

ଜାକର୍ତ୍ତା,୩୦।୮: ଇଣ୍ଡୋନେସିଆରେ ଅଶାନ୍ତ ଜନତା ତିନୋଟି ପ୍ରଦେଶର ବିଧାନସଭା କୋଠାରେ ନିଆଁ ଲଗାଇ ଦେଇଛନ୍ତି। ଏଥିରେ ପଶ୍ଚିମ ନୁସା ତେଙ୍ଗାରା, ପେକାଲୋଙ୍ଗାନ ଏବଂ ସିରେବନ ବିଧାନସଭା କୋଠାରେ ନିଆଁ ଲଗାଇ ଦିଆଯାଇଛି। ଏହି ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି,...

ବିଧାନ ପରିଷଦର ୧୧ ସିଟ୍‌ରୁ ଭାଜପା ମେଣ୍ଟର ୯ ବିଜୟ

ମୁମ଼୍ବାଇ, ୧୨।୦୭: ଭାରତୀୟ ଜନତା ପାର୍ଟିର ମେଣ୍ଟ ମହାରାଷ୍ଟ୍ରରେ ହୋଇଥିବା ବିଧାନ ପରିଷଦ ନିର୍ବାଚନର ୧୧ ଆସନରୁ ୯ଟିରେ ବିଜୟ ହାସଲ କରିଛି । ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଶିବ ସେନା, ଏନ୍‌ସିପିର ଉପ-ମୁଖ୍ୟମନ୍ତ୍ରୀ ଅଜିତ୍‌ ପାୱାର ଏବଂ ଭାଜପା...

ଆସନ୍ତା ୨୨ରୁ ବିଧାନସଭା ଅଧିବେଶନ, ୨୫ରେ ବଜେଟ୍‌

ଭୁବନେଶ୍ୱର,୫।୭: ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ସେପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟଦିବସ ଥିବା ବେଳେ ଜୁଲାଇ ୨୫ରେ ୨୦୨୪-୨୫ ଆର୍ଥିକ ବର୍ଷର...

ମହାକାଳପଡ଼ାରେ ହାରିଗଲେ ଅତନୁ, ବାଜି ମାରିଲେ ଦୁର୍ଗାପ୍ରସନ୍ନ

ମହାକାଳପଡ଼ା,୪ା୬: ମହାକାଳପଡ଼ା ବିଧାନସଭା ଆସନରେ ଭାଜପା ବିଧାୟକ ପ୍ରାର୍ଥୀ ଦୁର୍ଗାପ୍ରସନ୍ନ ନାୟକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ପୂର୍ବତନ ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କୁ ୩୩,୪୫୧ ଖଣ୍ଡ ଭୋଟ୍‌ରେ ପରାସ୍ତ କରିଛନ୍ତି।

୨୬ ଦିନ ପୂର୍ବରୁ ଶେଷ ହେଲା ବିଧାନସଭା, ଶାସକ ଦଳ ଏକତରଫା ଭାବେ ବନ୍ଦ କରିଦେଇଥିବା କହିଲେ ବିରୋଧୀ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାର ୨୬ ଦିନ ପୂର୍ବରୁ ଶେଷ ହୋଇଛି। ନଭେମ୍ବର ୨୧ରୁ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଡିସେମ୍ବର ୩୦ ଯାଏ ଚାଲିଥାନ୍ତା। ହେଲେ ମାତ୍ର ୪ ଦିନ ପରେ ଅନିର୍ଦ୍ଦିଷ୍ଟ କାଳ ଲାଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri