୪ ରାଜ୍ୟର ୫ ବିଧାନସଭା ଆସନ ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ, ୨୩ ଜୁନରେ ଫଳାଫଳ
ନୂଆଦିଲ୍ଲୀ,୧୯।୬: ଦେଶର ଚାରୋଟି ରାଜ୍ୟରେ ବିଧାନସଭା ଉପନିର୍ବାଚନ (Assembly Bypolls 2025) ପାଇଁ ଗୁରୁବାର ଜୁନ ୧୯, ୨୦୨୫ରେ ମତଦାନ ଆରମ୍ଭ ହୋଇଛି। କେରଳର ନିଲାମ୍ବୁର, ପଞ୍ଜାବର ଲୁଧିଆନା ପଶ୍ଚିମ, ପଶ୍ଚିମବଙ୍ଗର କାଳିଗଞ୍ଜ ଏବଂ ଗୁଜରାଟର ବିସାବାଦର ଏବଂ କାଡିରେ...


