ଅପେକ୍ଷା କରିବାକୁ ପଡିବନି ଅଧିକ ସମୟ, ଘଣ୍ଟାଏ ପୂର୍ବରୁ ଜଣାପଡିଯିବ ୫ ରାଜ୍ୟରେ କିଏ ଗଢିବ ସରକାର ନୂଆଦିଲ୍ଲୀ,୩୦।୧୧: ଦେଶରେ ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଉପରେ ଏବେ ସମସ୍ତଙ୍କର ନଜର। ଏବେଠାରୁ ଏହାକୁ ନେଇ ଏକଜିଟ ପୋଲର ଫଳାଫଳ ବି ଆସିଗଲାଣି। ନିର୍ବାଚନ କମିଶନ ଏକଜିଟ ପୋଲ ଦେଖାଇବାର ସମୟକୁ ନେଇ ଏକ ବଡ଼ ପରିବର୍ତ୍ତନ...