ଲ୍ୟାଣ୍ଡମାଇନ ବିସ୍ଫୋରଣରେ କୋବ୍ରା ବାଟାଲିଅନର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଗୁରୁତର, ରାଞ୍ଚି ଏୟାରଲିଫ୍ଟ ବଣାଇଁ,୧ା୩(ପ୍ରଦୀପ ତ୍ରିପାଠୀ): ଓଡିଶା-ଝାଡ଼ଖଣ୍ଡ ସୀମା ସଂଲଗ୍ନ ସାରଣ୍ଡା ଜଙ୍ଗଲରେ ନକ୍ସଲ ବିରୋଧୀ ଅଭିଯାନ ଚାଲି ଥିବା ବେଳେ ରବିବାର ସକାଳେ ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ସିଆରପିଏଫ କୋବ୍ରା ୨୦୯ ବାଟାଲିୟନର ସହାୟକ କମାଣ୍ଡାଣ୍ଟ ଗୁରୁତର ହେଇଛନ୍ତି। ସରଣ୍ଡା…