ସୁ-୩୦ ଏମ୍କେଆଇ ଯୁଦ୍ଧ ବିମାନରେ ‘ଅସ୍ତ୍ର’ର ସଫଳ ପରୀକ୍ଷଣ ବାଲେଶ୍ୱର,୧୨ା୭(ବାଞ୍ଛାନିଧି ଦେ): ଡିଆରଡିଓ ଏବଂ ଭାରତୀୟ ବାୟୁସେନାର ମିଳିତ ଉଦ୍ୟମରେ ସ୍ବଦେଶୀ ରେଡିଓ ଫ୍ରିକ୍ୱେନ୍ସି ସିକର୍ ଲାଗିଥିବା ଏହି କ୍ଷେପଣାସ୍ତ୍ରକୁ ସୁ-୩୦ ଏମ୍କେ-ଆଇ ଯୁଦ୍ଧ ବିମାନରୁ ପରୀକ୍ଷଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ...