ଅନୁଗୋଳରେ ହାତୀ ଆକ୍ରମଣରେ ଯୁବକ ମୃତ, ଆଠଗଡ଼ରେ ବିଦ୍ୟୁତ ଝଟକାରେ ଗଲା ଦନ୍ତା ଜୀବନ ଭୁବନେଶ୍ୱର,୨୭।୨: ରାଜ୍ୟରେ ମଣିଷ ଏବଂ ବନ୍ୟପ୍ରାଣୀଙ୍କ ମଧ୍ୟରେ ଆକ୍ରୋଶ ବଢ଼ିବାରେ ଲାଗିଛି। କ୍ରମାଗତ ଭାବେ ମଣିଷମାନେ ଜଙ୍ଗଲ ନଷ୍ଟ କରି ଚାଲୁଥିବାରୁ ଫଳସ୍ୱରୂପ ଭୋକିଲା ହାତୀମାନେ ଜନବସତି ମୁହଁ ହେଉଛନ୍ତି। ଯେଉଁଥିରେ ଉଭୟ ପକ୍ଷ ଜୀବନ ହରାଉଛନ୍ତି। ଏହିପରି ଭାବେ ଅନୁଗୁଳ…