ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ… ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି ଭୋଜି ଭାତ କରିବା ଭିଡ଼ିଓ ବର୍ତ୍ତମାନ ଭାଇରାଲ ହେବାପରେ ଏହାକୁ ନେଇ ତୀବ୍ର…