ଏଣିକି ATMରୁ ଟଙ୍କା ଉଠାଇବା ପଡିବ ମହଙ୍ଗା, ଏତେ ଟଙ୍କା ଲାଗିବ ଏକ୍ସଟ୍ରା ଚାର୍ଜ! ନୂଆଦିଲ୍ଲୀ,୩।୯: ଏଣିକି ଏଟିଏମରୁ ଟଙ୍କା କାଢିବା ହେଲା ମହଙ୍ଗା। ଯଦି ଆପଣ କାନାରା ବ୍ୟାଙ୍କର ଏଟିଏମ (ATM) କାର୍ଡ ବ୍ୟବହାର କରୁଛନ୍ତି, ତେବେ ଏବେ ଟଙ୍କା ଉଠାଇବା ପୂର୍ୱରୁ ନୂଆ ଚାର୍ଜ ବିଷୟରେ ଜାଣିନେବା ଆପଣଙ୍କ ପାଇଁ ଲାଭଦାୟକ ହେବ। ୧…