attack on bande bharat train

ବନ୍ଦେ ଭାରତ ଟ୍ରେନ୍‌ ଉପରକୁ ଟେକାପଥର ମାଡ଼, ଭାଙ୍ଗିଲା ଝରକା କାଚ

ରାୟଗଡ଼ା,୭ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନ ନିକଟବର୍ତ୍ତୀ ଲାଡ଼ା ଷ୍ଟେଶନଠାରେ ବିଶାଖାପାଟଣାଠାରୁ ରାୟପୁର ଯାଉଥିବା ବନ୍ଦେ ଭାରତ ଟ୍ରେନକୁ କେହି ଟେକାପଥର ମାଡ଼ କରିଥିଲେ। ଫଳରେ…

9 months ago