Tag Archives: attack

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ମୃତ ଭାବି ଥାନାରେ ଆତ୍ମସମର୍ପଣ କଲେ ଦୁଇ ଆକ୍ରମଣକାରୀ

ଛତ୍ରପୁର,୨୫ା୫(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ପୋଟଲାମପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି l କୌଣସି କାରଣ ନେଇ ଜଣେ ଯୁବକଙ୍କୁ ମରଣାତ୍ମକ ଭାବେ ଆକ୍ରମଣ କରିଛନ୍ତି ୨ ଜଣ ଆକ୍ରମଣକାରୀ l...

ଭାଲୁ ଆକ୍ରମଣରେ ୩ ଗୁରୁତର

କୋକସରା,୧୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଉଛୁଳା ପଞ୍ଚାୟତ ଖଇରଭା ଗ୍ରାମର ଦୁଇ ଜଣ ବୃଦ୍ଧା ଫଗନି ରାଉତ (୫୫) ଓ ତୁଳସା ରାଉତ (୬୫) ନିକଟସ୍ଥ ଜଙ୍ଗଲରେ ଶନିବାର ଭାଲୁ ଆକ୍ରମଣର ଶିକାର ହୋଇଥିବା ଜଣାପଡ଼ିଛି।...

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ ବୁଦାମୂଳେ ଫିଙ୍ଗିଦେଇ ଫେରାର ହୋଇଯାଇଛନ୍ତି । ଖବର ପାଇ ଖୁଣ୍ଟୁଣୀ ଥାନା ପୋଲିସ...

ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ମରଣାନ୍ତକ ଆକ୍ରମଣ

ଝାରବନ୍ଧ,୧୧ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ନିତ୍ୟାନନ୍ଦପୁର ଗ୍ରାମରେ ଗୁରୁବାର ଭୋର୍‌ରୁ ପୋଲିସ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଗ୍ରାମର ନାନୁ ସାହୁଙ୍କ ଘରେ ଗଞ୍ଜେଇ କାରବାର ନେଇ ଚଢ଼ାଉ କରିବା ସମୟରେ ପରିବାର ଲୋକେ...

ସ୍ତ୍ରୀ କାଟିଦେଲେ ସ୍ବାମୀଙ୍କ ବେକ

ଧରାକୋଟ,୧୮।୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସ୍ତ୍ରୀ କାଟିଦେଲେ ସ୍ବାମୀର ବେକ। ଏପରି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ବରିଗୁଡା ଗ୍ରାମରେ। ଆହତ ସ୍ବାମୀ ହେଲେ ରୋହିତ ପାତ୍ର(୪୫)। ତାଙ୍କୁ ଗୁରୁତର ଅବସ୍ଥାରେ ଆସିକା ପରେ ବ୍ରହ୍ମପୁର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri