ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ମନୋଜଙ୍କୁ ପରିବାର ଲୋକେ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର…